Site icon ଆଜିକାଲି

ସିବିଏସଇର ଦ୍ଵାଦଶ ରେଜଲ୍ଟ ପ୍ରକାଶ : ପାସ୍ ହାର ୮୭.୩୩%


ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦ୍ଵାଦଶ ରେଜଲ୍ଟ। ସିବିଏସଇ ଦ୍ୱାଦଶରେ ପାସ୍ ହାର ୮୭.୩୩% ରହିଛି । ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ। ଏଥିସହ digilocker.gov.in ରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ।

ଚଳିତ ବର୍ଷ ମାର୍ଚ୍ଚ ୧୫ରୁ ୨୧ ପର୍ଯ୍ୟନ୍ତ ସିବିଏସ୍‌ଇ ଦଶମ ପରୀକ୍ଷା ହୋଇଥିଲା । ଏଥିପାଇଁ ୨୧ ଲକ୍ଷ ୮୬ ହଜାର ୯୬୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ।

ଛାତ୍ରଛାତ୍ରୀମାନେ ସିବିଏସ୍‌ଇ ରେଜଲ୍ଟ ଡିଜିଲକର୍‌ ଆକାଉଣ୍ଟକୁ ଆକ୍ଟିଭେଟ୍‌ କରି ମାର୍କସିଟ୍‌ ଡାଉନଲୋଡ୍‌ କରିପାରିବେ। ଏଥିପାଇଁ ଛାତ୍ରଛାତ୍ରୀଙ୍କୁ ୬ ଡିଜିଟ୍‌ ସିକ୍ୟୁରିଟି ପିନ୍‌ ଦେବାକୁ ପଡ଼ିବ। ବୋର୍ଡ ପକ୍ଷରୁ ‌ଅନୁବନ୍ଧିତ ସ୍କୁଲ୍‌ ଗୁଡ଼ିକୁ ଡିଜିଲକର୍‌ ସିକ୍ୟୁରିଟି ପିନ୍‌ ଶେୟାର କରାଯାଇଛି।

Exit mobile version