Site icon ଆଜିକାଲି

ପଦ୍ମପୁରର ପ୍ରଥମ ଏଡିଏମ ଭାବରେ ଚଭନ କୁନାଲ ମୋତିରାମ ନିଯୁକ୍ତ

ଭୁବନେଶ୍ବର: ପଦ୍ମପୁର ପାଇଁ ଏକ ନୂତନ ଅତିରିକ୍ତ ଜିଲ୍ଲାପାଳ ପଦବୀ ସ୍ରୁଷ୍ଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ମଞ୍ଜୁରୀ ଦେବା ସହିତ ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ଭାବରେ ୨୦୨୦ ବ୍ଯାଚର ଆଇଏଏସ ଅଫିସର ଚଭନ କୁନାଲ ମୋତିରାମଙ୍କୁ ନିଯୁକ୍ତି ଦେଇଛନ୍ତି । ପଦ୍ମପୁର ବରଗଡ଼ ଜିଲ୍ଲାର ଏକ ସବଡିଭିଜନ ପଦ୍ମପୁରର ବିକାଶ କାମ ତ୍ୱରାନିତ କରିବା ସହିତ ପ୍ରଶାସନିକ,ବ୍ୟବସ୍ଥାକୁ ଅଧିକ ମଜଭୂତ କରି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୀଘ୍ର ସମାଧାନ କରିବାରେ ଏହା ସହାୟକ ହେବ ।

ଶ୍ରୀ ମୋତିରାମ ଵର୍ତମାନ ବାଲେଶ୍ଵର ର ସବକଲେକ୍ଟର ଭାବରେ କାର୍ଯ୍ୟରତ।

Exit mobile version