ଭୁବନେଶ୍ୱର : ରାଜ୍ୟରେ ସଂଖ୍ୟାଲଘୁ ସଂପ୍ରଦାୟର ସଂସ୍କୃତି ଓ ଐତିହ୍ୟ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟ ପାଇଁ ୧୫୦ଟି ବହୁମୁଖି ସାଂସ୍କୃତିକ ତଥା ଗୋଷ୍ଠୀ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କରିଛନ୍ତି। ରାଜ୍ୟର ୨୨ଟି ଜିଲ୍ଲାରେ ଖ୍ରୀଷ୍ଟିଆନ, ମୁସଲିମ, ବୌଦ୍ଧ ଓ ଶିଖ୍ ସଂପ୍ରଦାୟଙ୍କ ପାଇଁ ବହୁମୁଖୀ ସାଂସ୍କୃତିକ ତଥା ଗୋଷ୍ଠୀ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ପଦକ୍ଷେପ ଦ୍ୱାରା ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ସଂସ୍କୃତି ଓ ଐତିହ୍ୟ ସଂରକ୍ଷଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
November 13, 2023
0 Comment
147 Views
ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ପାଇଁ ୧୫୦ଟି ସାଂସ୍କୃତିକ -ଗୋଷ୍ଠୀ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
by Editor
ଭୁବନେଶ୍ୱର : ରାଜ୍ୟରେ ସଂଖ୍ୟାଲଘୁ ସଂପ୍ରଦାୟର ସଂସ୍କୃତି ଓ ଐତିହ୍ୟ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ରାଜ୍ୟରେ ସଂଖ୍ୟାଲଘୁ ସମ୍ପ୍ରଦାୟ ପାଇଁ ୧୫୦ଟି ବହୁମୁଖି ସାଂସ୍କୃତିକ ତଥା ଗୋଷ୍ଠୀ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କରିଛନ୍ତି। ରାଜ୍ୟର ୨୨ଟି ଜିଲ୍ଲାରେ ଖ୍ରୀଷ୍ଟିଆନ, ମୁସଲିମ, ବୌଦ୍ଧ ଓ ଶିଖ୍ ସଂପ୍ରଦାୟଙ୍କ ପାଇଁ ବହୁମୁଖୀ ସାଂସ୍କୃତିକ ତଥା ଗୋଷ୍ଠୀ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି... Read More