ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଣ୍ଟୁଙ୍କ ଦେହାନ୍ତ ବିଷୟରେ ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ପିଣ୍ଟୁ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

March 2, 2023
0 Comment
13 Views
ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
by Editor
ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଣ୍ଟୁଙ୍କ ଦେହାନ୍ତ ବିଷୟରେ ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ପିଣ୍ଟୁ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି... Read More