Site icon ଆଜିକାଲି

ପ୍ରଶାସନିକ ସେବା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଶାସନିକ ସେବା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ଠା ଓ ଉତ୍ସର୍ଗୀକୃତ ଭାବନା ସହ ଜନସାଧାରଣଙ୍କ ସେବା କରୁଥିବା ସମସ୍ତ ପ୍ରଶାସନିକ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତର ‘ଇସ୍ପାତ ଢାଞ୍ଚା’ ସଶକ୍ତ ରାଷ୍ଟ୍ର ନିର୍ମାଣ ପାଇଁ ଉତ୍ସର୍ଗୀକୃତ ଭାବନା ସହ କାର୍ଯ୍ୟ କରିବା ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version