Site icon ଆଜିକାଲି

ରାଜ୍ୟବାସୀଙ୍କୁ ରକ୍ଷାବନ୍ଧନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଜରୁରୀ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ଭାଗ ନେବେ ନାହିଁ ।

Exit mobile version