Site icon ଆଜିକାଲି

ସିକନ୍ଦରାବାଦ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ହାଇଦ୍ରାବାଦ : ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ନିକଟ ଏକ କୋଠାରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ସେ ସମବେଦନା ପ୍ରକାଶ କରିବା ସହ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।

Exit mobile version