Site icon ଆଜିକାଲି

କୋରେଇ ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର : ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ଘଟଣାରେ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Exit mobile version