Site icon ଆଜିକାଲି

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ‘ ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।’

Exit mobile version