Site icon ଆଜିକାଲି

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀ ମୋଦି ଓ ଅନ୍ୟ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ତରଫରୁ ହୀରାବେନଙ୍କ ଶେଷକୃତ୍ୟରେ ସାମିଲ ହେବା ପାଇଁ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version