ଭୁବନେଶ୍ୱର : ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ଶୋକ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତ ବିଧାୟକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ାରୁ ତିନି ତିନି ଥର ବିଧାୟକ ହୋଇଥିବା ବୀରେନ୍ଦ୍ର ପାଣ୍ଡେଙ୍କ ଆଜି ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଥିଲା ।

March 19, 2023
0 Comment
10 Views
ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
by Editor
ଭୁବନେଶ୍ୱର : ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ଶୋକ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତ ବିଧାୟକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଝାରସୁଗୁଡ଼ାରୁ ତିନି ତିନି ଥର ବିଧାୟକ ହୋଇଥିବା ବୀରେନ୍ଦ୍ର ପାଣ୍ଡେଙ୍କ ଆଜି ୭୪ ବର୍ଷ ବୟସରେ... Read More