Site icon ଆଜିକାଲି

ସହିଦ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ସାରାଦେଶରେ ପାଳନ ହେଉଛି ସହିଦ ଦିବସ । ଏହି ଅବସରରେ ଦେଶର ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ତିନି ମହାନ ବିପ୍ଲବୀ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତିନି ବିପ୍ଲବୀଙ୍କ ବୀରତ୍ୱ, ବଳିଦାନ ଓ ମାତୃଭୂମି ପ୍ରତି ମମତା ପୀଢ଼ି ପୀଢିକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version