Site icon ଆଜିକାଲି

ଜୟନ୍ତୀରେ ନେତାଜୀ ସୁଭାଷ ବୋଷଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ମହାନ ବୀର ସ୍ୱାଧୀନତା ସଂଗ୍ରାମୀ, ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ଏହି ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶ ପ୍ରତି ନେତାଜୀଙ୍କ ଅମାପ ସମର୍ପଣ ଭାବ, ଅନନ୍ୟ ବିଚାରଧାରା, ଦୃଢ଼ ଆତ୍ମବିଶ୍ବାସ ଓ ପରାକ୍ରମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version