Site icon ଆଜିକାଲି

ଆଜି ଜୟପୁର ଯିବେ ମୁଖ୍ୟମନ୍ତ୍ରୀ, ବିକ୍ରମ ଦେବ ମହାବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବରେ ଯୋଗ ଦେବେ

ଜୟପୁର : ଆଜି ଦିନିକିଆ ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକ୍ରମ ଦେବ ମହାବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବରେ ଯୋଗ ଦେବେ ।

ଏହା ପୂର୍ବରୁ ଜୟପୁରର ସର୍ବ ପୂରାତନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ କହିଛନ୍ତି ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀଙ୍କର ବହୁ ଦିନର ଦାବି ପୂରଣ ହୋଇଛି ।

Exit mobile version