Site icon ଆଜିକାଲି

ଆଜି ପିଜିଆଇଏମ୍‌ଇଆର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କ୍ୟାପିଟାଲ ହସ୍ପିଟାଲ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ପିଜିଆଇଏମ୍‌ଇଆର)କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପିଜିଆଇଏମ୍‌ଇଆରରେ ପ୍ରଥମ ବର୍ଷ ପିଜି ଛାତ୍ରଛାତ୍ରୀଙ୍କୁ ପାଠପଢ଼ା ଆରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ୬ ବିଭାଗର ସମସ୍ତ ୨୪ ପିଜି ଛାତ୍ରଛାତ୍ରୀ ଉପସ୍ଥିତ ରହିବେ । ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭାବ ବିନିମୟ କରିବେ ।

Exit mobile version