Site icon ଆଜିକାଲି

ଆଜି ବିପର୍ଯ୍ୟୟ ପରିଚାଳନା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ପରିଚାଳନା ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବାତ୍ୟା,ବନ୍ୟା ଓ ଅନ୍ୟ ବିପର୍ଯ୍ୟୟ ପ୍ରସଙ୍ଗରେ ବୈଠକରେ ଆଲୋଚନା ହେବ। କଣ କଣ ସବୁ ପ୍ରସ୍ତୁତି ରହିଛି ସେ ସମ୍ପର୍କରେ ବୈଠକରେ ଆଲୋଚନା ହେବ। ଏଥିରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

Exit mobile version