Site icon ଆଜିକାଲି

ମହାଳୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଆଜି ପବିତ୍ର ମହାଳୟା । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ଦୁର୍ଗାଙ୍କ କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।

Exit mobile version