Site icon ଆଜିକାଲି

ନିଟ୍ ଓଡ଼ିଶା ଟପ୍ପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ନିଟ୍ ୨୦୨୨ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ପ୍ରିୟ ସୋମଦତ୍ତ ନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସୋମଦତ୍ତଙ୍କୁ ତାଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଶିକ୍ଷା କ୍ୟାରିୟରରେ ଆହୁରି ନୂଆ ମାଇଲଖୁଣ୍ଟ ସ୍ଥାପନ ପାଇଁ ଉତ୍ସାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ବର୍ଷ ନିଟରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଶାର ସବୁ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।

Exit mobile version