Site icon ଆଜିକାଲି

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version