Site icon ଆଜିକାଲି

ବିଶ୍ୱ ରକ୍ତଦାତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର : ରକ୍ତଦାନ ହେଉଛି ସବୁଠାରୁ ମହତ ମାନବୀୟ କାମ । ଆଜି ବିଶ୍ୱ ରକ୍ତଦାତା ଦିବସ ଅବସରରେ ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୀବନ ବଞ୍ଚାଇବା ପାଇଁ ସମସ୍ତଙ୍କୁ ନିୟମିତ ଭାବେ ଉତ୍ସାହିତ କରିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Exit mobile version