Site icon ଆଜିକାଲି

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ସ୍ୱତନ୍ତ୍ରତା ବଜାୟ ରଖି ସାମାଜିକ ପରିବର୍ତ୍ତନ ଆଣିବା ସହ ଶିକ୍ଷାର ପ୍ରସାର ଓ ରାଜ୍ଯକୁ ପ୍ରଗତିଶୀଳ କରିବାରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version