Site icon ଆଜିକାଲି

ଉତ୍କଳମଣିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ‌। ଏହି ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ନିଃସ୍ୱାର୍ଥପର ସେବା ଓ ତ୍ୟାଗର ପ୍ରତୀକ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କର ଅମାପ ଦେଶପ୍ରେମ, ଶିକ୍ଷିତ ସମାଜ ଗଠନର ମୂଲ୍ୟବୋଧ ଏବଂ ଓଡ଼ିଆ ଭାଷା, ସାହିତ୍ୟକୁ ରୁଦ୍ଧିମନ୍ତ କରୁଥିବା ଅନନ୍ୟ ସୃଜନସୃଷ୍ଟି ସର୍ବଦା ପ୍ରେରଣାର ଉତ୍ସ ବୋଲି ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version