Site icon ଆଜିକାଲି

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଶିଷ୍ଟ ସାହିତ୍ୟିକ ତଥା ରାଜନୀତିଜ୍ଞ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରର ଉନ୍ନତି ସହ ରାଜ୍ଯର ବିକାଶଧାରାକୁ ଆଗେଇ ନେବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।

Exit mobile version