Site icon ଆଜିକାଲି

ଜୟନ୍ତୀ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ପୂର୍ବତନ ସାଂସଦ ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ମହିଳାମାନଙ୍କ ସଶକ୍ତିକରଣ ସହ ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିବାରେ ଜୟନ୍ତୀ ପଟ୍ଟନାୟକଙ୍କ ବହୁମୂଲ୍ୟ ଅବଦାନ ସବୁବେଳେ ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version