Site icon ଆଜିକାଲି

ସହିଦ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରଥମ ଓଡ଼ିଆ ଶହୀଦ, ବିପ୍ଳବୀ ବୀର ଜୟୀ ରାଜଗୁରୁଙ୍କ ଜୟନ୍ତୀ । ଏହି ଅବସରରେ ସେହି ମହାନ ବିପ୍ଳବୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ଅମାପ ଦେଶପ୍ରେମ, ନିର୍ଭୀକ ସଂଗ୍ରାମୀ ଜୀବନ ଚିରଆଦର୍ଶ ହୋଇ ରହିଛି। ମାଟି ମା’ର ସେବା ତଥା ସୁରକ୍ଷା ପାଇଁ ତାଙ୍କର ବଳିଦାନ ସମସ୍ତଙ୍କ ଲାଗି ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version