Site icon ଆଜିକାଲି

ସଙ୍ଗୀତଜ୍ଞ ସୁଧାକର ବାଳକୃଷ୍ଣ ଦାଶଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ବିଶିଷ୍ଟ ଓଡ଼ିଶୀ ସଙ୍ଗୀତଜ୍ଞ ସୁଧାକର ବାଳକୃଷ୍ଣ ଦାଶଙ୍କ ଜୟନ୍ତୀ । ଏହି ଅବସରରେ ସଂଗୀତ ସୁଧାକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ କଳା ତଥା ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ କହିଛନ୍ତି।

Exit mobile version