Site icon ଆଜିକାଲି

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ଓଡ଼ିଶାର ବିଶିଷ୍ଟ ସାରସ୍ବତ ସାଧକ ତଥା ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଆଲେଖିକା’, ‘କାଳିଜାଇ’, ‘ଚୟନିକା’ ଭଳି କାଳଜୟୀ ରଚନା ସହ ଶିକ୍ଷା, ଜନସେବା ଏବଂ ସମାଜ ସଂସ୍କାର କ୍ଷେତ୍ରରେ ନିଜ ଅବଦାନ ପାଇଁ ପଣ୍ଡିତ ଗୋଦାବରୀଶ ମିଶ୍ର ସର୍ବଦା ସ୍ମରଣୀୟ ହୋଇରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version