Site icon ଆଜିକାଲି

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ସାରସ୍ବତ ସାଧକ ତଥା ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷା ଏବଂ ସମାଜ ସଂସ୍କାର ସହ ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରୁଥିବା ‘ଆଲେଖିକା’, ‘କାଳିଜାଇ’, ‘ଚୟନିକା’ ଭଳି କାଳଜୟୀ ସୃଷ୍ଟି ପଣ୍ଡିତ ଗୋଦାବରୀଶଙ୍କୁ ଚିରକାଳ ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version