Site icon ଆଜିକାଲି

ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସାରା ରାଜ୍ୟରେ ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ପାଳନ କରାଯାଉଛି । ଏହି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version