Site icon ଆଜିକାଲି

ଆଜି ଓ ୧୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆଜି (ଅକ୍ଟୋବର ୭) ଏବଂ ଆସନ୍ତା ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version