Site icon ଆଜିକାଲି

ପବିତ୍ର ‘ଦୋଳ ପୂର୍ଣ୍ଣିମା’ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀଙ୍କୁ ଦୋଳ ପୂର୍ଣ୍ଣିମାର ଅନେକ ଅନେକ ଶୁଭେଚ୍ଛା ଜଣାଛନ୍ତି। ଏହାସହ ଲେଖିଛନ୍ତି, ପ୍ରଭୁ ‘ଦୋଳଗୋବିନ୍ଦ’ଙ୍କ ପାଖରେ ରାଜ୍ୟବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତରୋତ୍ତର ଉନ୍ନତି କାମନା କରୁଛି ।

Exit mobile version