Site icon ଆଜିକାଲି

ମୁଖ୍ୟ ଶାସନ ସଚିବଙ୍କୁ ଡେଙ୍ଗୁ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ଗତ ଶନିବାରଠୁ ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ସେ ଆହୁରି ୨ ଦିନ ହସ୍ପିଟାଲରେ ରହିବେ ବୋଲି ଜଣାଯାଇଛି । ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଛି ବୋଲି କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି।

Exit mobile version