ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଓଡ଼ିଆରେ ଶପଥ ନେଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ। ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବା ମାତ୍ରେ ପ୍ରଥମେ ସାଂସଦ ଭାବେ ଶପଥ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ନିଜ ମାତୃଭାଷା ଓଡ଼ିଆରେ ଶପଥ ପାଠ କରିଛନ୍ତି। ଦୁଇ ଦିନ ଧରି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିବ। ଏହାପରେ ୨୬ରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।
June 24, 2024
0 Comment
71 Views
ସାଂସଦ ଭାବେ ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ
by Editor
ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ଓଡ଼ିଆରେ ଶପଥ ନେଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ। ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବା ମାତ୍ରେ ପ୍ରଥମେ ସାଂସଦ ଭାବେ ଶପଥ ନେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ନିଜ ମାତୃଭାଷା ଓଡ଼ିଆରେ ଶପଥ ପାଠ କରିଛନ୍ତି। ଦୁଇ ଦିନ ଧରି ଶପଥ... Read More