ବଦଳିଲେ ଡିଆଇଜି ବ୍ରିଜେଶ ରାୟ । ତାଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ କାର୍ଯ୍ୟରତ ଥିଲେ ବ୍ରିଜେଶ ରାୟ। ବ୍ରିଜେଶ ରାୟଙ୍କ ପତ୍ନୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଥିଲେ ମହିଳା ହୋମଗାର୍ଡ ସୈରିଦ୍ରୀ ସାହୁ। ଅଭିଯୋଗ ପରେ ତାଙ୍କର ବଦଳି କରାଯାଇଛି।
ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି ହେଲେ କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏ
