Site icon ଆଜିକାଲି

ଇଡକୋ ସିଜିଏମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫସିଲେ ଉଚ୍ଚ ପଦସ୍ଥ ସରକାରୀ ଅଧିକାରୀ। ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର – ସିଜିଏମ ସରୋଜକାନ୍ତ ମହାନ୍ତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ୧୦ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଚଢ଼ାଉରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରରେ ସରୋଜଙ୍କ ଶୈଳଶ୍ରୀବିହାର ଘର ସହ ମୋଟ ୭ଟି ଜାଗାରେ ଏକକାଳୀନ ଚଢ଼ାଉ ଜାରି ରହିଛି।

Exit mobile version