Site icon ଆଜିକାଲି

ହକି ବିଶ୍ୱକପ ଉଦଘାଟନ ଉତ୍ସବ ପାଇଁ କାଲି ଦିନ ୨ଟା ପରେ ଶିକ୍ଷାନୁଷ୍ଠାନ ବନ୍ଦ

କଟକ : ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବ ହକି ବିଶ୍ୱକପ ଉଦଘାଟନୀ ଉତ୍ସବ । ହକି ବିଶ୍ୱକପ୍‌ ଉଦଘାଟନୀ ପାଇଁ ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Exit mobile version