Site icon ଆଜିକାଲି

ବାଣ କାରଖାନାରେ ବିସ୍ଫୋରଣ, ୭ ମୃତ

କୋଲକାତା : ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାର ଦତ୍ତପୁକୁରରେ ରବିବାର ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୭ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ କିଛି ଲୋକ ଆହତ ହୋଇଥିବା ବେଳେ ଅନେକ ଘର ନଷ୍ଟ ହୋଇଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହା ପୂର୍ବରୁ ରାଜ୍ୟର ଏଗ୍ରା ଓ ବଜବଜରେ ମଧ୍ୟ ବେଆଇନ ବାଣ କାରଖାନାରେ ବିସ୍ଫୋରଣ ଘଟିଥିଲା ।

Exit mobile version