କଟକ : କଟକର ଘରୋଇ ନର୍ସିଂହୋମ୍ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଆଖି ବୁଜିଲା ୧୧ ଦିନର ଶିଶୁ। ଶିଶୁ ଭବନରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଶିଶୁଟିର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହାପରେ ଶିଶୁଟିକୁ ଶିଶୁ ଭବନକୁ ସ୍ଥାନାନ୍ତର କରାଯାଇଥିଲା।

July 14, 2024
0 Comment
82 Views
ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା; ଆଖି ବୁଜିଲା ୧୧ ଦିନର ଶିଶୁ
by Editor