ବିଜୟଓ୍ବାଡା : ପୂର୍ବତନ କ୍ରିକେଟର ଅମ୍ବାତି ରାୟଡୁ ଏବେ ରାଜନୀତିରେ ଯୋଗ ଦେଇଛନ୍ତି। ସେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଓ୍ବାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି। ବିଜୟଓ୍ବାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି।