Site icon ଆଜିକାଲି

ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଗୁରୁତର ଅସୁସ୍ଥ

ଭୁବନେଶ୍ଵର – ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର ଅସୁସ୍ଥ। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ପୁଅ ପୁଅ ସମ୍ବିତ ରାଉତ ସୂଚନା ଦେଇଛନ୍ତି । ଗୁରୁତର ଅବସ୍ଥାରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ଗତ ୧୮ତାରିଖରେ ଦାମଙ୍କୁ ହୃଦଘାତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ।

Exit mobile version