Site icon ଆଜିକାଲି

ଆସନ୍ତା ଶିକ୍ଷାବର୍ଷରୁ କଲେଜ ଓ ବିଶ୍ଵବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ମାଗଣା ୧ ଜିବି ଡାଟା

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା। ଆସନ୍ତା ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୧ ଜିବି ଡାଟା । ବୈଷୟିକ ଶିକ୍ଷାନୁଷ୍ଠାନ, କଲେଜ ଓ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୱାଇଫାଇ ଓ ୧ ଜିବି ଡାଟା। ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି।

Exit mobile version