Site icon ଆଜିକାଲି

୧୪ ଅକ୍ଟୋବର ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ପରିବାର ଲୋକେ ଆପଣଙ୍କ ସପକ୍ଷରେ ରହିବେ। ନିଜ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଆପଣଙ୍କୁ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ।

ବୃଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଜୀବନଶୈଳୀରେ କିଛି ପରିବର୍ତ୍ତନ ହୋଇପାରେ। ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ

ମିଥୁନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରକୁ ଅତିଥିଙ୍କ ଆଗମନ ହୋଇପାରେ। ଆପଣ ପରିବାରରେ ନିଜ ଦାୟିତ୍ୱ ପୂରଣ କରିବେ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ଯଦି ଆପଣ ଦୂର ସ୍ଥାନକୁ ଯାଉଛନ୍ତି, ତାହେଲେ ବାହନ ଚଳାଚଳ ସମୟରେ ସାବଧାନ ରୁହନ୍ତୁ।

କର୍କଟ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ନିରାଶାଜନକ ସମାଚାର ମିଳିପାରେ। ଆପଣଙ୍କୁ ନିଜ ଚିନ୍ତାଧାରା ପରିବର୍ତ୍ତନ କରିବାକୁ ପଡିପାରେ।

ସିଂହ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଯଦି ଆପଣ ଆଶାନୁରୂପ ଚାକିରି ପ୍ରାପ୍ତ କରିବାକୁ ଚାହୁଁଛନ୍ତି, ତାହେଲେ ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଅଳଙ୍କାର ଯୋଗ୍ୟତା ପରୀକ୍ଷା ହୋଇପାରେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।
କନ୍ୟା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ପରାକ୍ରମରେ ବୃଦ୍ଧି ହେବ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ, ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରନ୍ତୁ।
ତୁଳା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ବ୍ୟବସାୟରେ ଲାଭବାନ ହେବେ। ଆପଣଙ୍କୁ ଅଜଣା ଲୋକଙ୍କ ଉପରେ ଭରସା କରିବା ଉଚିତ ନୁହେଁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ।

ବିଛା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ନିଜ ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ଆପଣଙ୍କୁ ନିଜ ସ୍ୱାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ରଖିବାର ଆବଶ୍ୟକତା ରହିଛି। ଧନ ସମ୍ବନ୍ଧିତ ସମସ୍ୟା ଦୂର ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ଧନୁ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣ କିଛି ନୂଆ ଶିଖିବାକୁ ପାଇ ପାରନ୍ତି। ପାରିବାରିକ ଜୀବନରେ ଆପଣଙ୍କୁ ତାଳମେଳ ବନେଇ ରଖିବା ଆବଶ୍ୟକ। ସମାଜ କଲ୍ୟାଣ କାର୍ଯ୍ୟରେ ଆପଣ ଯୋଗଦାନ କରିବେ।

ମକର ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନଙ୍କର ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ।ବ୍ୟସ୍ତତା କାରଣରୁ ଆପଣ ପରିବାରକୁ ଅଧିକ ସମୟ ଦେଇ ପାରିବେ ନାହିଁ। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ନୂଆ ବ୍ୟବସାୟରେ ଉନ୍ନତି ଲାଭ କରିବେ। ଆପଣଙ୍କୁ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

କୁମ୍ଭ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକେ ଆପଣଙ୍କ ସଫଳତା ଦେଖି ଈର୍ଷା କରି ପାରନ୍ତି। ଆପଣଙ୍କୁ ବରିଷ୍ଠ ଅଧିକାରୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ବ୍ୟସ୍ତ ରହିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ମୀନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର କ୍ୟାରିୟର ପ୍ରତି ରହିଥିବା ଚିନ୍ତା ଦୂର ହେବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ।ସନ୍ତାନଙ୍କ ସଫଳତାରେ ଆପଣଙ୍କ ମନ ପ୍ରସନ୍ନ ରହିବ। କୌଣସି ଧାର୍ମିକ ସ୍ଥଳକୁ ଯାତ୍ରା କରିବା ଦ୍ୱାରା ଆପଣଙ୍କ ମନ ପ୍ରସନ୍ନ ରହିବ।

Exit mobile version