Site icon ଆଜିକାଲି

ଅଜାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି

କୋଇଡା : ଅଜାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି। ହତ୍ୟା ପରେ କଟା ମୁଣ୍ଡ ଧରି ବୁଲିଲା ବେଳେ ଗ୍ରାମବାସୀ ନାତିକୁ ଧରିଛନ୍ତି। ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ପୁରୁଣା ପାଣି ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଗୁଣି ଗାରେଡି ସନ୍ଦେହରୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଥିବା ବେଳେ ଅଭିଯୁକ୍ତ ନାତିକୁ ପୁଲିସ ଅଟକ ରଖି ପଚରାଉଚରା ଜାରି ରଖିଛି।

Exit mobile version