Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଭାରତର ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ମଧ୍ୟ ଦୈନିକ କୋରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୪୮୯ଟି ସକ୍ରିୟ ମାମଲା ରହିଛି। ସେପଟେ ରାଜ୍ୟରେ ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ଦୁଇଦିନରେ ରାଜ୍ୟରେ ଯଥାକ୍ରମେ ୧୦୪ ଓ ୯୨ କୋରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସଂକ୍ରମଣକୁ ବୃଦ୍ଧି ପାଉଥିବା ଦୃଷ୍ଟିରୁ ରାଜ୍ୟରେ ଟେଷ୍ଟିଂ ଓ ସର୍ଭେଲାନ୍ସ ବଢାଇ ଦିଆଯାଇଛି।

Exit mobile version