Site icon ଆଜିକାଲି

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୧୦ଟାରେ ବସିବ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଶୀତ ଅଧିବେଶନ ଜାରି ରହିଥିବା ସମୟରରେ ଏହି କ୍ୟାବିନେଟ ବୈଠକକୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ମନେ କରାଯାଉଛି। ତେବେ ନିର୍ଦ୍ଧିଷ୍ଟ ଭାବେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହୋଇନାହିଁ।

FacebookTwitterLinkedinWhatsapp
Exit mobile version