Site icon ଆଜିକାଲି

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ

ନୂଆଦିଲ୍ଲୀ : ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ । ଆଜିର ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଆଜି ସାରା ଦେଶରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହେବ ।

ଗୁଜରାଟ କେୱଡିଆରେ ଥିବା ଷ୍ଟାଚ୍ୟୁଅଫ୍ ୟୁନିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହା ପରେ ଏକତା ଦିବସ ପରେଡ୍ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଦେଶର ସମସ୍ତ ଜିଲ୍ଲାର ୭୫ ହଜାର ସ୍ଥାନରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହେବ ।

Exit mobile version