Site icon ଆଜିକାଲି

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଗୁରୁବାର ଶେଷ ହୋଇଛି। ବିଜେଡି, ବିଜେପି ଓ କଂଗ୍ରେସ ସମେତ ମୋଟ ୧୪ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ପ୍ରାର୍ଥୀପତ୍ରଗୁଡିକ ଯାଞ୍ଚ କରାଯିବ। ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଆସନ୍ତାମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ।

Exit mobile version