Site icon ଆଜିକାଲି

କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା : ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣେ ମୃତ

କଟକ : କେନ୍ଦ୍ରାପଡ଼ା ବାଲିଆ ବଜାର ବାଣ ବିସ୍ଫୋରଣ ଘଟଣା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଜଣକର ମୃତ୍ୟୁ ସୂଚନା । ମୃତକ ଜଣକ ବାଣୁଆ ବୋଲି ଜଣାପଡିଥିବା ବେଳେ ତାଙ୍କ ନାମ ଉଦୟ ଭୋଇ ।

ବାଣ ବିସ୍ଫୋରଣରେ ଆହତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିଲେ । ୨ ଦିନ ହେବ ୩ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ବେଳେ ଗତ ଶୁକ୍ରବାର ଜଣଙ୍କର ମୃତ୍ୟୁ ହୋଇଥିଲା । ବର୍ତ୍ତମାନ ୧୦ ଜଣ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ।

Exit mobile version