ଭୁବନେଶ୍ୱର : ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ନେଇଛି ଏକ ବଡ଼ ନିଷ୍ପତ୍ତି । ସମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲିଲେ ନୂଆ ସରକାର । ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନକୁ ଗଲେ ଗଣମାଧ୍ୟମ ପ୍ରତିନିଧି । ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳିଲା । ୨୦୨୦ ମାର୍ଚ୍ଚ ମାସଠାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା । କୋଭିଡ୍-୧୯ ଆଳରେ ପୂର୍ବ ସରକାର ଏହି କଟକଣା ଲଗାଇଥିଲେ । କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ହିଁ ସାମ୍ବାଦିକଙ୍କୁ ମିଳିଛି ଲୋକସେବା ଭବନ ପାଇଁ ପ୍ରବେଶ ଅନୁମତି ।
June 12, 2024
0 Comment
96 Views
ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ, ୪ ବର୍ଷ ପରେ ମିଳିଲା ପ୍ରବେଶ ଅନୁମତି
by Editor
ଭୁବନେଶ୍ୱର : ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ନେଇଛି ଏକ ବଡ଼ ନିଷ୍ପତ୍ତି । ସମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲିଲେ ନୂଆ ସରକାର । ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନକୁ ଗଲେ ଗଣମାଧ୍ୟମ ପ୍ରତିନିଧି । ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳିଲା । ୨୦୨୦ ମାର୍ଚ୍ଚ ମାସଠାରୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନକୁ ପ୍ରବେଶ ମନା ଥିଲା । କୋଭିଡ୍-୧୯ ଆଳରେ ପୂର୍ବ... Read More