ଭୁବନେଶ୍ୱର : ଆସନ୍ତା ୧୫ରୁ ବର୍ଷା ସମ୍ଭାବନା । ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ସୁଦ୍ଦା ଉତ୍ତର ଦିଗକୁ ମୁହାଁଇପାରେ । ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୬ ତାରିଖ ରାତିରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ଏବେ ଶୀତ ବଢ଼ିଛି । ଆସନ୍ତା ୧୪ ଯାଏ ପାଗ ଶୁଖିଲା ରହିବ ।
November 10, 2023
0 Comment
167 Views
ଦାନ ବାନ୍ଧୁଛି ଲଘୁଚାପ, ୧୫ରୁ ବର୍ଷା ସମ୍ଭାବନା
by Editor
ଭୁବନେଶ୍ୱର : ଆସନ୍ତା ୧୫ରୁ ବର୍ଷା ସମ୍ଭାବନା । ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ସୁଦ୍ଦା ଉତ୍ତର ଦିଗକୁ ମୁହାଁଇପାରେ । ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା... Read More